Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ରାଜଧାନୀରେ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୬୫

28/07/2020 at 5:34 PM

ଭୁବନେଶ୍ୱର ୨୮|୦୭ : ରାଜଧାନୀ ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି । 

ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଏହାମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୦୯ଟି ସକ୍ରିୟ କେସ୍ ରହିଛି ।

   Related Posts