ରାଜଧାନୀରେ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୬୫

Published By : Prameya-News7 Bureau | July 28, 2020 IST

ଭୁବନେଶ୍ୱର ୨୮|୦୭ : ରାଜଧାନୀ ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି । 

wp:core-embed/twitter {"url":"https://twitter.com/bmcbbsr/status/1288087529892114433?s=20","type":"rich","providerNameSlug":"twitter","className":""}
https://twitter.com/bmcbbsr/status/1288087529892114433?s=20
/wp:core-embed/twitter

ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଏହାମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୦୯ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.