Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରୋନା ସନ୍ଦିଗ୍ଧଙ୍କ ଟେଷ୍ଟ୍ ନେଗେଟିଭ

8/03/2020 at 5:15 PM

ଭୁବନେଶ୍ୱର, ୦୮|୦୩:   କ୍ୟାପିଟାଲ ହସ୍ପିଚାଲରେ ଭର୍ତ୍ତି ହୋଇଥିବା କରୋନା ସନ୍ଦିଗ୍ଧଙ୍କ ଟେଷ୍ଟ୍ ନେଗେଟିଭ୍ ଆସିଛି। ଆୟାର୍ଲାଣ୍ଡର ଏହି ନାଗରିକଜଣଙ୍କ କିଛି ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ଆୟର୍ଲ୍ୟାଣ୍ଡ ନାଗରିକ ପିଟରଙ୍କ କୋରୋନା ଟେଷ୍ଟ ନେଗେଟିଭ୍ ଆସିଛି ।  ଏ ଯାଏଁ ରାଜ୍ୟରେ କୌଣସି କୋରୋନା ରୋଗୀ ଚିହ୍ନଟ ହୋଇ ନାହାନ୍ତି । ଏସସିବି, ଭିମସାର, ଏମକେସିଜି ଓ କ୍ୟାପିଟାଲ ହସ୍ପୀଟଲରେ ଭର୍ତ୍ତି ହୋଇଥିବା ସମସ୍ତ ୧୦ଜଣ ସନ୍ଦିଗ୍ଧଙ୍କ ଟେଷ୍ଟ ନେଗେଟିଭ୍ ଆସିଛି।   

   Related Posts