Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଭାରସାମ୍ୟ ହରାଇ ଘରେ ଭିତରେ ପଶିଗଲା କାର, ୪ ଆହତ

28/06/2020 at 2:59 PM

ବାଲିଅନ୍ତା୨୮/୬: ଘର ଭିତରକୁ ପଶିଗଲା କାର୍ । କାର୍‌ରେ ଥିବା ୪ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତିଗଲେ। ବାଲିଅନ୍ତା ଥାନା ବୁଦ୍ଧିପଡା ଛକରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତ୍ରିରେ ଅଠାନ୍ତର ଗ୍ରାମର ୩ ଜଣ ଏକ କାର୍ ଭଡା କରି ମେଡିକାଲ୍‌ ଯାଉଥିଲେ । ଉତ୍ତରା-ବନମାଳିପୁର ରାସ୍ତା ବୁଦ୍ଧିପଡା ଛକରେ OD-14-L – 2086 ନମ୍ବର କାରଟି ଭାରସାମ୍ୟ ହରାଇ ଏକ ଘରେ ପଶିଯାଇଥିଲା । ଉକ୍ତ ଘରେ ଜଣେ ବ୍ୟକ୍ତି ନିଜ ଟେଣ୍ଟ ହାଉସ୍ ଜିନିଷପତ୍ର ରଖିଥିଲେ । ଦୁର୍ଘଟଣାରେ ଘରଟି ଭାଙ୍ଗି ଯିବା ସହ କାର୍ ଟି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ବାଳକାଟି ଫାଣ୍ଡି ଘଟଣା ସ୍ଥଳରେ ପହଁଞ୍ଚି ଡ୍ରାଇଭର୍ ସମେତ ୪ ଆହତ ମାନଙ୍କୁ ହସ୍ପିଟାଲ୍ ପଠାଇବା ସହ ଗାଡ଼ି ଜବତ କରିଛି ।

   Related Posts