Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

ଦୋକାନକୁ ଧକ୍କା ଦେଇ ନୟନଜୋରିକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

1/11/2021 at 1:40 PM

ଭଦ୍ରକ ୧।୧୧: ଭାରସ୍ୟାମ ହରାଇ ନୟନଜୋରିକୁ ଖସିଲା କାର୍ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ଭଦ୍ରକ ଚାରିଘରିଆ ସ୍ଥିତ ଶନିମନ୍ଦିର ନିକଟରେ ଏଭଳି ଦୁର୍ଘଟଣା ଘଟିଛି ।

ଉଲ୍ଲେଖଯୋଗ୍ୟ ଯେ, କାରଟି ଯାଉଥିବା ବେଳେ ଭାରସ୍ୟାମ ହରାଇ ନୟନଜୋରିକୁ ଖସିଲା କାର୍ । ନିକଟରେ ଥିବା ଦୋକାନ ଦୋକାନ ଘରକୁ ଧକ୍କା ଦେଇ ଖସିପଡିଥିବା ସୂଚନା ମିଳିଛି । କାର୍ ରେ ଥିବା ଡ୍ରାଇଭର ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନାହିଁ । ତେବେ ଦୁର୍ଘଟଣା ସମୟରେ ଦୋକାନରେ କେହି ନଥିବାରୁ ବଡ ଅଘଟଣ ଟଳି ଯାଇଛି ।

   Related Posts