Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜଧାନୀରେ ଦୁଇ ମହିଳାଙ୍କ ପେଟ ଉପରେ ଚଢ଼ିଗଲା କାର, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

24/10/2021 at 9:27 PM

ଭୁବନେଶ୍ୱର, ୨୪/୧୦: ଦୁଇମହିଳାଙ୍କ ଉପରେ ଚଢ଼ିଗଲା କାର । ୟୁନିଟ ୧ ସ୍ଥିତ ଆଦିବାସୀ ପଡିଆ ନିକଟରେ ଏକ କାର  ମୋଟର ସାଇକେଲ୍‌କୁ ପିଟିବାପରେ ଏଥିରେ ବସିଥିବା ଦୁଇ ମହିଳାଙ୍କ ଉପରେ ଗାଡ଼ି ମାଡ଼ି ଯାଇଥିଲା । ମହିଳାଙ୍କ ପେଟ ଉପରେ ଗାଡ଼ି ଚଢି ଯାଇଥିଲା । ଦୁଇ ମହିଳାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ କାରକୁ ଜବତ କରିବା ସହ କାର ଚଳକଙ୍କୁ ଅଟକ ରଖିଛି ।

   Related Posts