Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଧାମନଗର: ଗଛରେ ପିଟି ହେଲା କାର, ୪ ଗୁରୁତର

1/01/2021 at 10:26 PM

ଧାମନଗର୧/୧: ଗଛରେ ପିଟି ହେଲା କାର। ଏହି ଦୁର୍ଘଟଣା​‌ରେ ୪ ଗୁରୁତର। ଭଦ୍ରକ ଧାମନଗର ମୁଖ୍ୟ ରାସ୍ତାର ଗୁଆଲଡିହ ଛକ ନିକଟରେ ଏହି ଦୁର୍ଟଘଟଣା ଘଟିଛି। ରାସ୍ତା କଡ଼ରେ ଥିବା  ଏକ ଶିରିଶ ଗଛରେ କାର ପିଟି ହୋଇଥିଲା। ପ୍ରଥମେ ଗୁରୁତରଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ସଙ୍କାଟାପନ୍ନ ହେବାରୁ ସେମାନଙ୍କୁ ଭଦ୍ରକ ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଘଟଣାସ୍ଥଳରେ ପୁଲିସ୍ ମୃତୟନ ହୋଇଛନ୍ତି।

   Related Posts