Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗଞ୍ଜେଇ ଚାଲାଣ ଗାଡି ଦୁର୍ଘଟଣାଗ୍ରସ୍ତ, ୨ ଗୁରୁତର

31/01/2021 at 7:04 PM

କଳାହାଣ୍ଡି୩୧/୧: ଗଞ୍ଜେଇ ଚାଲାଣ ଗାଡି ଦୁର୍ଘଟଣାଗ୍ରସ୍ତ। ଏହି ଦୁର୍ଘଟଣାରେ କାର ଡ୍ରାଇଭର ସହ ଅନ୍ୟ ଜଣେ ଗୁରୁତର। କେସିଙ୍ଗା ଥାନା ୨୬ ନମ୍ବର ଜାତୀୟ ପଥ କିନେରକେଲା ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ କାରରୁ ଗଞ୍ଜେଇ ବି ଜବତ ହୋଇଛି।

 ମିଳିଥିବା ସୂଚନା ମୁତାବକ, କାରରେ ପଶ୍ଚିମବଙ୍ଗର ନମ୍ବର ରହିଛି। ଦୁର୍ଘଟଣାଗ୍ରସ୍ତ କାରରେ ଡ୍ରାଇଭର ଚାପି ହୋଇ ରହିଥିଲେ। ସେହିପରି କାରରେ ଥିବା ଅନ୍ୟ ଜଣେ ମଧ୍ୟ ଗୁରୁତର ହୋଇଛନ୍ତି। ଗୁରୁତର ୨ ଜଣଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେସିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts