Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଭାରସାମ୍ୟ ହରାଇ ପିଟିଲା କାର, ଚାଳକ ଆହତ

23/10/2020 at 8:17 AM

ରାଉରକେଲା୨୩/୧୦: ଗୋଟିଏ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ କାର ଚାଳକ ଆହତ ହୋଇଥିଲେ। ପୁଲିସ୍ ‌ପିସିଆର ପାଟ୍ରୋଲିଂ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ପ୍ରାଥମିକ ଚିକିତ୍ସା କରି ଡାକ୍ତରଖାନା ପଠାଇଥିଲା । ଦୁର୍ଘଟଣାଗ୍ରସ୍ତ କାରକୁ ସ୍ଥାନୀୟ ଥାନାକୁ ଜିମା ଦେଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଛେଣ୍ଡ ବସ୍ତିରେ ରହୁଥିବା ସୁରଜ କାର ନଂ.ଓଡ଼ି୧୪ୟୁ-୫୨୭୩ ଯୋଗେ ଟିସ୍କୋ ପଟୁ ଛେଣ୍ଡ ବସ୍ତି ଆଡକୁ ଯାଉଥିଲେ। ହଠାତ ଗାଡ଼ି ଉପରୁ ଭାରସାମ୍ୟ ହରାଇ ଟିସ୍କୋ ଖାଦାନ ସମ୍ମୁଖ ରାସ୍ତାକଡ଼ରେ
ଥିବା ନିର୍ମାଣଧୀନ ଚାମ୍ବରରେ ପିଟି ହୋଇଥିଲେ। ଫଳରେ କାରର ସମ୍ମୁଖ ଅଂଶ ଭାଙ୍ଗିରୁଜି ଯାଇଥିବା ବେଳେ ସେ ଆହତ ହୋଇଥିଲେ ।

   Related Posts