Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ଅଟୋ-କାର ମୁହାଁମୁହିଁ ଧକ୍କା: ପାତଳୀ ନଦୀକୁ ଖସିଲା କାର, ୨୦ ବର୍ଷର ଯୁବତୀଙ୍କ ମୃତ୍ୟୁ, ୪ ଗୁରୁତର

3/11/2020 at 11:05 PM

ଲମତାପୁଟ୩/୧୧: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋ- କାର୍ ମୁହାଁମୁହିଁ ଧକ୍କା ହେବାଫଳରେ ପାତଳୀ ନଦୀକୁ ଖସି ପଡ଼ିଲା କାର। ଏହି ଦୁର୍ଘଟଣାରେ ୨୦ ଜଣେ ବର୍ଷ ବୟସ୍କା ଯୁବତୀଙ୍କ ମୃତ୍ୟୁ ହୋଇଛି।

ମୃତ ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ଏଥିସହ ଦୁର୍ଘଟଣାରେ ୪ ଗୁରୁତରଙ୍କୁ ଲମତାପୁଟସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୋଲିସ୍ ଏବଂ ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଲାଗି ରହିଛି। କେଉଁଠୁ ସେମାନେ ଆସୁଥିଲେ ଏବଂ କିପରି ଦୁର୍ଘଟଣା ହେଲା , ସେ ସଂପର୍କରେ କିଛି ଜଣାପଡି ନାହିଁ।

   Related Posts