Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ରାଜଧାନୀ ରାଜରାସ୍ତାରେ ହୁତ ହୁତ ହୋଇ ଜଳିଗଲା କାର : ଅଳ୍ପକେ ବର୍ତ୍ତିଲେ ଲୋକେ

8/12/2019 at 3:57 PM

ଭୁବନେଶ୍ବର ୮/୧୨: ଆଜି ଜୟଦେବ ବିହାର ଛକ ନିକଟରେ ହଠାତ କାରରେ ନିଆଁ ଲାଗିଯାଇଥିଲା । ସଙ୍ଗେ ସଙ୍ଗେ କାରରେ ଥିବା ଲୋକମାନେ କାରରୁ ଓହ୍ଲାଇ ପଡିଥିଲେ । ବିବାହ ଭୋଜିରେ ଯୋଗ ଦେବା ପାଇଁ ଏକ କାରରେ ଭୁବନେଶ୍ବର ଆସିଥିଲେ ।

ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ପୋଲିସ ତଦନ୍ତ ଚଳାଇଛି।

   Related Posts