Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

କେନାଲରୁ ମିଳିଲା ଡ୍ରାଇଭରଙ୍କ ମୃତଦେହ, କାର୍ ସହ ଉଦ୍ଧାର କଲା ପୋଲିସ

6/11/2021 at 11:49 AM

କାମାକ୍ଷାନଗର,୦୬/୧୧:  କାର ସହ ଡ୍ରାଇଭରର ମୃତଦେହ ଉଦ୍ଧାର । ଦୁଇ ଦିନ ଧରି ନିଖୋଜ ଥିଲେ ଡ୍ରାଇଭର । ଶନିବାର ଠାବ ହେଲା ମୃତଦେହ । ଏପରି ଘଟଣା ସାମ୍ନାକୁ ଆସିଛି ଢେଙ୍କାନାଳ କାମାକ୍ଷାନଗର କୁଲେଇ ଗାଁ ନିକଟ ରେଙ୍ଗାଳି ବାମ କେନାଲରେ ।

ସୂଚନାନୁସାରେ, ପରଜଙ୍ଗ ଥାନା ଝରଣାବାହାଳ ଗାଁର ଅନନ୍ତ ସିଂ ଗତ ୪ ତାରିଖରୁ ନିଖୋଜ ଥିଲେ । ତାଙ୍କର କୌଣସି ପତ୍ତା ମିଳିନଥିଲା ।  ପରିବାର ଲୋକେ ମଧ୍ୟ ବହୁ ଖୋଜାଖୋଜି କରିଥିଲେ । ହେଲେ  ଶନିବାର ରେଙ୍ଗାଳି ବାମ କେନାଲରୁ ପାଣି କମିବା ପରେ ଅନନ୍ତଙ୍କ କାର ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।  ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି କାର ଓ ଅନନ୍ତଙ୍କ ମୃତଦେହ ଉଦ୍ଧାର କରିଥିଲା ।

   Related Posts