Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଶ୍ରୀଜିଉଙ୍କ ଦର୍ଶନ ପରେ ଶେଷ ଯାତ୍ରା : ଡମ୍ପରକୁ ଧକ୍କାଦେଲା କାର:୪ ମୃତ, ୩ ଗୁରୁତର

7/04/2019 at 8:50 AM

ବାଲେଶ୍ବର ୭/୪:  ବାଲେଶ୍ବର ମର୍ମନ୍ତୁଦ ଦୁର୍ଘଟଣା ଘଟି ୪  ଜଣଙ୍କ ମୃତ୍ୟୁ ହୋଇଛି । NH-60ର ବସ୍ତା କୁଣ୍ଡପୁର ନିକଟରେ ଠିଆ ହୋଇଥିବା ଡମ୍ପରକୁ କାର ପିଟିଦେବାରୁ ଦୁର୍ଘଟଣା ଘଟିଛି । ପୁରୀରୁ ଶ୍ରୀଜିଉଙ୍କ ଦର୍ଶନ ସାରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି ।

ସେମାନଙ୍କୁ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ୪ ମୃତକ ହେଉଛନ୍ତି ଗାଡ଼ି ଡ୍ରାଇଭର ତପନ ରଣା, ପ୍ରତାପ କାମିଳା, କଳ୍ପନା କାମିଳା, ଶୁଭିରଞ୍ଜନ ପରିଡ଼ା ।୩ ଗୁରୁତର ହେଉଛନ୍ତି ସାଗର ପରିଡ଼ା, ପାର୍ବତୀ ପରିଡ଼ା, ଭାଗ୍ୟଶ୍ରୀ କାମିଳା।.

   Related Posts