Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ରେଳ ଫାଟକରେ ପିଟିହେଲା କାର୍, ୨ କାର୍ ଯାତ୍ରୀ ଗୁରୁତର

30/12/2020 at 9:29 AM

ବଲାଙ୍ଗୀର ୩୦।୧୨: ବଲାଙ୍ଗୀର ସୁଡପଡା ରେଳ ଫାଟକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଦ୍ରୁତ ଗତିରେ ଆସୁଥିବା କାର୍ ଫାଟକରେ ପିଟିହେଲା । ଫାଟକ ଭାଙ୍ଗିବା ସହ ଫାଟକ ଖୁଣ୍ଟରେ ପିଟିହୋଇଛି କାର୍ । ଏହି କାର୍ ଟିର ନମ୍ବର ଗଞ୍ଜାମର ରହିଛି । କାରରୁ ବ୍ୟାପକ ମଦ ବୋତଲ ସହ ବିଭିନ୍ନ କାଗଜପତ୍ର ଜବତ କରିଛି ପୋଲିସ ।

ଗାଡିରେ ୪ ଜଣ ଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ହୋଇଛନ୍ତି । ଜଣଙ୍କୁ ଟାଉନ ଥାନାରେ ଅଟକ ରଖାଯାଇଛି । ସମସ୍ତେ ଗଞ୍ଜାମ ଅଞ୍ଚଳର ବୋଲି ଜଣା ପଡ଼ିଛି । ଦୁର୍ଘଟଣାରେ ଫାଟକ ନିକଟର ଛିଡା ହୋଇଥିବ ଜଣେ ହୋମ୍ ଗାର୍ଡ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts