Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଭାରସାମ୍ୟ ହରାଇ କେନାଲକୁ ପଶିଲା କାର: ଜଣେ ନିଖୋଜ, ୨ ଉଦ୍ଧାର

17/01/2021 at 6:16 PM

ଜୟପୁର ୧୭/୦୧: କେନାଲ ଭିତରକୁ ପଶିଗଲା କାର। କରରେ ଥିବା ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଏବେ ବି ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତିଙ୍କ ପାଇଁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରେ ରେସକ୍ୟୁ ଟିମ୍‌ ଅପରେସନ୍‌ ଜାରି ରଖିଛି।

ଦୁର୍ଘଟଣା କୋରାପୁଟର ଜୟପୁରରେ ଘଟିଛି। ପୁରୁଣାଗଡ଼ ନିକଟରେ ଥିବା କେନାଲ ଭିତରକୁ ପଶିଯାଇଛି କାର। ମିଳିଥିବା ସୂଚନା ଅନୁସାରେ କାରଟି ୩ଟି ବାଇକ୍କୁ‌ ଧକ୍କା ଦେବା ପରେ କେନାଲ ଭିତରକୁ ପଶିଯାଇଥିଲା।

ଦୁଇ ଜଣଙ୍କୁ ଅକ୍ଷତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ଏବେ ବି ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାରକାରୀ ଦଳ ଖୋଜୁଛି। ତେବେ ଅନ୍ଧାର ମାଡ଼ିଆସୁଥିବାରୁ ଉଦ୍ଧାରକାର୍ଯ୍ୟରେ ବାଧା ଉପୁଜିଛି। ତଥାପି ଟିମ୍‌ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି।

   Related Posts