Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରେଢ଼ାଖୋଲ ବିଶିପାଲି ପୋଲତଳକୁ ଖସିପଡ଼ିଲା କାର୍ ;ଜଣେ ମୃତ , ୭ ଗୁରୁତର

22/11/2018 at 4:12 PM

ରେଢ଼ାଖୋଲ ;୨୨/୧୧-ରେଢ଼ାଖୋଲ ଥାନା ବିଶିପାଲି ବ୍ରିଜରୁ ୩୦ଫଟ ତଳକୁ ଖସିଲା ଗାଡ଼ି । ଜଣେ ମୃତ ,୭ଜଣ ଗୁରୁତର । ବରଗଡ଼ ମ୍ଳିଷାମୁଣ୍ଡା ଥାନା କୁଡ଼ୁପାଲି ଗାଁରୁ ମୁରାହୁତିଂକ ପରିବାର କଟକ ଅଭିମୁଖେ ଯାଉଥିଲେ । ବିଶିପାଲି ବ୍ରିଜ ନିକଟରେ ଗାଡ଼ିଟି ଭାରସମ୍ୟ  ହରାଇ ବ୍ରିଜ ତଳକୁ ଖସିପଡ଼ିଥିଲା । ଏହାଦ୍ଵାରା ମୁରାହୁତି ସାହୁ ମୃତ୍ୟୁବରଣ  କରିବା ସହ ଆଉ ୭ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଂକୁ  ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରିବା ସହ ବ୍ୟବଚ୍ଚେଦ ପାଇଁ ପଠାଇଦେଇଛି ।

   Related Posts