Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ରାସ୍ତାରେ ଫାଟିଲା ଚକା, ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଲା କାର୍

14/01/2020 at 10:43 AM

ପାଟଣା ୧୪।୧: ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଚକା ଫାଟିଯିବାରୁ ଭାରସାମ୍ୟ ହରାଇ କାରଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ଡ୍ରାଇଭର ଫେରାର ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ କାରଟି ଦୁର୍ଘଟଣାଗ୍ରସ୍ତ ହୋଇଛି । କାରର ପଛ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ପୋଲ ତଳକୁ କାରଟି ଖସିପଡିଥିଲା । ଦୁର୍ଘଟଣାରେ କାର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ।

   Related Posts