Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଟ୍ରକକୁ ପିଟିଲା କାର;୨ କାର ଆରେ।ହୀଙ୍କ ମୃତ୍ୟୁ

7/07/2018 at 6:39 AM

ଟ୍ରକକୁ ପିଟିଲା କାର । କେନ୍ଦୁଝର ସଦର ଥାନା ପାଙ୍କ ମାରୁଣୀ ପେ।ଲରେ ମର୍ମନ୍ତୁଦ ଦୁର୍ଘଟଣା । ଦ୍ରୁତଗତିରେ ଆସୁଥିବା କାରଟି ପଛପଟୁ ଟ୍ରକକୁ ଧକ୍କା ଦେଇଛି । ଘଟଣାସ୍ଥଳରେ ୨ କାର ଆରେ।ହୀଙ୍କ ମୃତ୍ୟୁ ହେ।ଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଆଜି ସକାଳ ପ୍ରାୟ ୭ଟା ୪୫ରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ହୋଣ୍ଡା ଆଇ ଟେନ୍ କାରଟି ର ପ୍ରାୟ ୫ଫୁଟ ଟ୍ରକ ଭିତରକୁ ପଶି ଯାଇଛି । ଡ୍ରାଇଭର ଓ ଆଗରେ ବସିଥିବା ବ୍ୟବକ୍ତିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି ।

   Related Posts