Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

୨୫ ଫୁଟ ତଳକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ଚାଳକ

22/12/2020 at 5:21 PM

ଚାନ୍ଦବାଲି ୨୨।୧୨: ଭଦ୍ରକ-ଚାନ୍ଦବାଲି ମୁଖ୍ୟରାସ୍ତା ଗଦି ସାମନ୍ତରାଏପୁର ଛକ ନିକଟରେ ଭାରସାମ୍ୟ ହରାଇ ଏକ କାର ମୁଖ୍ୟ ରାସ୍ତାରୁ ୨୫ ଫୁଟ ତଳକୁ ଖସି ପଡିଛି । ଏହି ଦୁର୍ଘଟଣାରେ କାର୍ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳ ସମୟରେ କାର୍ ଚାଳକ ତହିଡ଼ି ବଜାରରୁ ଦିଗଛିଆକୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ୨୫ ଫୁଟ ତଳକୁ ଖସି ପଡିଥିଲା ।  ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ତେବେ କାର୍ ଚାଳକଙ୍କୁ ନିଦ ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟଲୋକ ପ୍ରକାଶ କରିଛନ୍ତି ।

   Related Posts