୨୫ ଫୁଟ ତଳକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ଚାଳକ

Published By : Prameya-News7 Bureau | December 22, 2020 IST

ଚାନ୍ଦବାଲି ୨୨।୧୨: ଭଦ୍ରକ-ଚାନ୍ଦବାଲି ମୁଖ୍ୟରାସ୍ତା ଗଦି ସାମନ୍ତରାଏପୁର ଛକ ନିକଟରେ ଭାରସାମ୍ୟ ହରାଇ ଏକ କାର ମୁଖ୍ୟ ରାସ୍ତାରୁ ୨୫ ଫୁଟ ତଳକୁ ଖସି ପଡିଛି । ଏହି ଦୁର୍ଘଟଣାରେ କାର୍ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

{"id":381264,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳ ସମୟରେ କାର୍ ଚାଳକ ତହିଡ଼ି ବଜାରରୁ ଦିଗଛିଆକୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ୨୫ ଫୁଟ ତଳକୁ ଖସି ପଡିଥିଲା ।  ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ତେବେ କାର୍ ଚାଳକଙ୍କୁ ନିଦ ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟଲୋକ ପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.