Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କାର ଓ ପିକଅପ୍ ମୁହାଁମୁହିଁ ଧକ୍କା, ବାପା ଗୁରୁତର, ପୁଅ ଆହତ

3/04/2021 at 9:08 PM

ବିନିକା ୦୩।୦୪: ସୋନପୁର ଜିଲ୍ଲା ବିନିକା ଥାନା ମଣିଗାଁ ଛକରେ ୱାଗନର ଓ ପିକଅପ୍ ଭ୍ୟାନ ଗାଡି  ମୁହାଁମୁହିଁ ଧକ୍କା। ବାପା ଗୁରୁତର ହେଇଥିବା ବେଳେ ପୁଅ ଆହତ ହୋଇଛି।। ଗୋଡଭଗାରୁ ୱାଗନର ଭ୍ୟାନରେ ବୁର୍ଲାର ବାପପୁଅ ସୋନପୁରକୁ ଯାଉଥିବା ସମୟରେ ବିନିକା ପଟୁ ଦ୍ରୁତ ଗତିରେ ଆସୁଥିବା ପିକଅପ୍ ଭ୍ୟାନ ସହ  ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ବାପା ଦିଲ୍ଲୀପ ଭଞ୍ଜ (୫୪)ଗୁରୁତର ଆହତ ହୋଇଥିବା ବେଳେ ପୁଅ ଅମର ନାଥ ଭଞ୍ଜ (୧୭) ଆହତ ହୋଇଛନ୍ତି।

ଘଟଣା ସ୍ଥଳରୁ ପିକଅଫ ଭ୍ୟାନର ଡ୍ରାଇଭର ଗାଡି ଛାଡି ଫେରାର ମାରିଛି Iଖବରପାଇଁ ଘଟଣା ସ୍ଥଳରେ ବିନିକା ଅଗ୍ନିଶମ ବାହିନୀ ପହଞ୍ଚି ଉଭୟ ବାପପୁଅକୁ ଉଦ୍ଧାର କରି ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି I ଦିଲ୍ଲୀପଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ବୀର ସୁରେନ୍ଦ୍ର ସାଏ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

   Related Posts