Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||

ବୋଲେରୋ ଗାଡିରୁ ୯୫ହଜାର ଟଙ୍କା ଜବତ, ଜଣେ ଅଟକ

14/04/2019 at 11:10 AM

ବାରିପଦା ୧୪|୪: ବୋଲେରୋ ଗାଡିରୁ ନଗଦ ୯୫ ହଜାର ଟଙ୍କା ଜବତ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଟଙ୍କା ଜବତ କରିଛି ସ୍ପେଶାଲ ସିକ୍ୟୁରିଟି ଟିମ୍ । ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀ ଚାନ୍ଦୁଆ ଥାନା ଅନ୍ତର୍ଗତ ବଣ୍ଡାଭ ନିକଟରୁ ଟଙ୍କା ଜବତ ହୋଇଛି । ଘଟଣାରେ ଜଣଙ୍କୁ ଅଟକ ରଖିଛି ପୋଲିସ । ଅଟକ ବ୍ୟକ୍ତି କୁଳିଅଣା ବ୍ଲକର ବ୍ୟବସାୟୀ ରାଜେଶ ଶାହା ।

   Related Posts