Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଲଗାଣ ବର୍ଷାରେ ଭୁଶୁଡି ପଡିଲା ଗୁହାଳ : ଦୁଇଟି ଗୋରୁ ମୃତ, ୪ ଗୁରୁତର

23/06/2021 at 10:31 AM

ନୀଳଗିରି ୨୩।୬: ଗୁହାଳ ଭୁଶୁଡି ଦୁଇ ଗୋରୁ ମୃତ । ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍ ଅଧିନ ଗରଡ଼ିହି ପଞ୍ଚାୟତ ଚାନ୍ଦିନୀପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଚଳିତବର୍ଷ ‘ୟାସ୍’ ବାତ୍ୟା ପ୍ରଭାବରେ ବହୁ ଚାଳ ଛପର ଉଡିଯାଇଥିବା ବେଳେ ଅନେକ ଘର ବିପଦ ସଙ୍କୁଳ ଅବସ୍ଥାରେ ରହିଥିଲା । ଚାନ୍ଦିନୀପୁର ଗ୍ରାମର କରୁଣାକର ମଣ୍ଡଳଙ୍କ ଗୁହାଳ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା । ଲଗାଣ ବର୍ଷା ଯୋଗୁଁ ମାଟି କାନ୍ଥ ଓଦା ହୋଇଥିବା ବେଳେ ଆଜି ଭୋର ସମୟରେ କାନ୍ଥ ପଡିଯିବାରୁ ଗୁହାଳଟି ମାଟିରେ ମିଶି ଯାଇଛି । କାନ୍ଥ ତଳେ ଚାପି ହୋଇ ଦୁଇଟି ଗୋରୁଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଛନ୍ତି । ତେବେ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ପ୍ରଶାସନ ତରଫରୁ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

   Related Posts