Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଚୋରା ଚାଲାଣ ବେଳେ ଗୋରୁ ବୋଝେଇ କଣ୍ଟେନର ଜବତ, ୫୨ଟି ଗୋରୁ ଉଦ୍ଧାର

22/10/2020 at 8:39 AM

କରଞ୍ଜିଆ ୨୨।୧୦: ବେଆଇନ ଭାବେ ଗୋରୁ ଚାଲାଣ ବେଳେ କଣ୍ଟେନର ଜବତ ହୋଇଛି । ବିଳମ୍ବିତ ରାତିରେ ଜଶୀପୁର ଥାନା ୪୯ ନଂ ଜାତୀୟ ରାଜପଥ ପଦ୍ମପୁର ନିକଟରୁ ଗୋରୁ ବୋଝେଇ କଣ୍ଟେନର ଜବତ ହୋଇଥିବା ଜଣାପଡିଛି । ଜଶୀପୁର ପୋଲିସ ଚଢାଉ କରିବା ବେଳେ ଜବତ ହୋଇଛି ।

ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି । ଗାଡିରେ ଥିବା ୫୨ଟି ଗୋରୁକୁ କରଞ୍ଜିଆ ଗୋଶାଳାକୁ ହସ୍ତାନ୍ତର କରାଯାଇଛି । ଗୋରୁ ବୋଝେଇ ଗାଡିଟି କରଞ୍ଜିଆ ଥାନା ଚଢେଇଭୋଳରୁ ପଶ୍ଚିମବଙ୍ଗକୁ ଯାଉଥିବା ସୂଚନା ମିଳିଛି ।

   Related Posts