Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ରାଜ୍ୟ ବାହାରକୁ ଚାଲାଣ ହେଉଥିଲେ ଗୋରୁ, ପିକଅପ୍ ଭ୍ୟାନ୍‌କୁ ଧରି ପୋଲିସ ଜିମା ଦେଲେ ଲୋକେ

10/04/2021 at 12:13 PM

ନୀଳଗିରି ୧୦।୪: ଗୋରୁ ଚାଲାଣ ବେଳେ ଧରିଲେ ଅଞ୍ଚଳବାସୀ । ପିକଅପରେ ଗୋରୁଙ୍କ ମୁହଁ ବାନ୍ଧି ଅତି ଅମାନୁଷିକ ଭାବେ ବାହାରକୁ ଚାଲାଣ ହେଉଥିବା ବେଳେ ସ୍ଥାନୀୟ ଯୁବକ ଅଟକ ରଖି ଥାନାର ଜିମା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ନୀଳଗିରି ଉପଖଣ୍ଡ ରାଜବରମପୁର ଅଞ୍ଚଳ କେନାଲ ରାସ୍ତାରେ ଓଡି ୧୧ଭି-୫୨୧୬ ନମ୍ବର ବିଶିଷ୍ଟ ଏକ ପିକଅପ୍ ଭ୍ୟାନରେ ୮ଟି ଗୋରୁଙ୍କ ମୁହଁ ବାନ୍ଧି ଅତି ଅମାନୁଷିକ ଭାବେ ବାହାରକୁ ଚାଲାଣ ହେଉଥିଲା। ବିଶେଷ ସୂତ୍ରରୁ ଖବର ପାଇ କିଛି ଯୁବକ କେନାଲ ରାସ୍ତା ଶିଶୁ ମନ୍ଦିର ନିକଟରେ ଗାଡିଟିକୁ ଅଟକାଇ ଥିଲେ। ଡ୍ରାଇଭରଙ୍କ ସହ ଦୁଇ ଜଣ ଯୁବକଙ୍କୁ ଅଟକାଇ ଗୋରୁ ବୋଝେଇ ଗାଡି ସହ ବରମପୁର ଥାନାରେ ଜିମା ଦେଇଥିଲେ। ଏନେଇ ସନାତନ ବେହେରା ନାମକ ଯୁବକ ବରମପୁର ଥାନାରେ ଏକ ଲିଖିତ ଅଭିଯୋଗ ଦେଇଥିବା ଜଣାପଡିଛି ।

   Related Posts