Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସିସୋର ଚିଟ ଫଣ୍ଡ ମାମଲାରେ ସିବିଆଇର ତନାଘନା

2/07/2018 at 5:38 AM

ପୁଣି ଖୋଲିଚି ସିସୋର ଚିଟ ଫଣ୍ଡ ଫାଇଲ | ସିସୋର ଚିଟ ଫଣ୍ଡ ମାମଲାରେ ସିବିଆଇ ପୁଣି ଥରେ ତନାଘନା ଆରମ୍ଭ କରିଛି | ୨ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ସିବିଆଇ ସମନ କରିଛି | ବରିଷ୍ଠ ଆଇଏଏସ ଅଫିସର ତଥା କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ବିଭାଗର ଯୁଗ୍ମ ସଚିବ ପରାଗ ଗୁପ୍ତା ଓ ଅବସରପ୍ରାପ୍ତ ଆଇଏଏସ ସଂଗ୍ରାମ କେଶରୀ ରାୟଙ୍କୁ ଆଜି ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପାଇଁ କୁହାଯାଇଛି |

   Related Posts