Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଚିଦାମ୍ବରମଙ୍କୁ ଅଗଷ୍ଟ ୨୬ ପର୍ଯ୍ୟନ୍ତ ରିମାଣ୍ଡରେ ନେଲା ସିବିଆଇ

22/08/2019 at 6:23 PM

ନୂଆଦିଲ୍ଲୀ .- ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କୁ ସିବିଆଇ ୨୬ ଅଗଷ୍ଟ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି । ସିବିଆଇର ସ୍ୱତନ୍ତ୍ର ଅଦାଲତରେ ଚିଦାମ୍ବରମଙ୍କର ଶୁଣାଣି ହୋଇଥିଲା । ଅଦାଲତ ଅଗଷ୍ଟ ୨୬ ତାରିଖଖ ପର୍ଯ୍ୟନ୍ତ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଅନୁମତି ପ୍ରଦାନ କରିଛନ୍ତି ।

ସିବିଆଇ ୫ଦିନ ପାଇଁ ରିମାଣ୍ଡରେ ନେବାକୁ ଅଦାଲତରେ ଆବେଦନ କରିଥିଲା । ସିବିଆଇ ପକ୍ଷରୁ ଅଦାଲତରେ ସଲିସେଟର ଜେନେରାଲ ତୁଷାର ମେହତା ଓ ଚିଦାମ୍ବରମଙ୍କ ପକ୍ଷରୁ  କଂଗ୍ରେସ ନେତା କପିଲ୍ ସିବଲ୍‌ , ଅଭିଷେକ ମନୁ ସିଙ୍ଘଭି  ମାମଲାର ପରିଚାଳନା କରିଥିଲେ ।

   Related Posts