Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

13/07/2020 at 12:22 PM

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ ।  କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ ସାମାନ୍ୟ ବିଳମ୍ବ ହୋଇଛି ।

cbseresults.nic.in ରେ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ । ୨୦୨୦ ଶିକ୍ଷା ବର୍ଷରେ ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରେ ୯୪.୩୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ।ଦେଶରେ ୮୮.୭୮ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।

ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍‌ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତ ବର୍ଷ କୌଣସି ଟପରଙ୍କ ନାମ ଘୋଷଣା କରାଯାଇ ନାହିଁ ।କେନ୍ଦ୍ରମାନବ ସମ୍ବଳ ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲ କୃତକାର୍ଯ୍ୟ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

   Related Posts