Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ମେ ୪ ରୁ CBSE ବୋର୍ଡ ପରୀକ୍ଷା, ଘୋଷଣା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ

31/12/2020 at 6:28 PM

ନୂଆଦିଲ୍ଲୀ ୩୧/୧୨ : CBSE ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି କେନ୍ଦ୍ର ଶିକ୍ଷା ବଭାଗ । ମେ ୪ ତାରିଖରୁ CBSE ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଏହା ଜୁନ୍‌ ୧୦ଯାଏଁ ଚାଲିବ ବୋଲି ସୂଚନା ମିଳିଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ, CBSE ବୋର୍ଡ ପରୀକ୍ଷା ମେ ୪ ତାରିଖରୁ ଆରମ୍ଭ ହୋଇ ଜୁନ ୧୦ ତାରିଖ ଯାଏଁ ଚାଲିବ । ଯଦି କରୋନାର ପ୍ରକୋପ ଥାଏ ତେବେ ସେଥିପାଇଁ ମଧ୍ୟ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ଶିକ୍ଷା ମନ୍ତ୍ରୀ କହିଛନ୍ତି ।

ଏହା ସହ ୧୦ମ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ ୧୫ ଜୁଲାଇରେ ଘୋଷଣା ହେବ  । CBSE ବୋର୍ଡ ପରୀକ୍ଷାର ପୂରା ତଥ୍ୟ ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ।

   Related Posts