ମେ ୪ ରୁ CBSE ବୋର୍ଡ ପରୀକ୍ଷା, ଘୋଷଣା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ

Published By : Prameya-News7 Bureau | December 31, 2020 IST

ନୂଆଦିଲ୍ଲୀ ୩୧/୧୨ : CBSE ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି କେନ୍ଦ୍ର ଶିକ୍ଷା ବଭାଗ । ମେ ୪ ତାରିଖରୁ CBSE ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଏହା ଜୁନ୍‌ ୧୦ଯାଏଁ ଚାଲିବ ବୋଲି ସୂଚନା ମିଳିଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ, CBSE ବୋର୍ଡ ପରୀକ୍ଷା ମେ ୪ ତାରିଖରୁ ଆରମ୍ଭ ହୋଇ ଜୁନ ୧୦ ତାରିଖ ଯାଏଁ ଚାଲିବ । ଯଦି କରୋନାର ପ୍ରକୋପ ଥାଏ ତେବେ ସେଥିପାଇଁ ମଧ୍ୟ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ଶିକ୍ଷା ମନ୍ତ୍ରୀ କହିଛନ୍ତି ।

ଏହା ସହ ୧୦ମ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ ୧୫ ଜୁଲାଇରେ ଘୋଷଣା ହେବ  । CBSE ବୋର୍ଡ ପରୀକ୍ଷାର ପୂରା ତଥ୍ୟ ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ।

wp:embed {"url":"https://twitter.com/DrRPNishank/status/1344621106955620354?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1344621106955620354%7Ctwgr%5E%7Ctwcon%5Es1_\u0026ref_url=https%3A%2F%2Fwww.aajtak.in%2Feducation%2Fnews%2Fstory%2Fcbse-board-exam-2021-dates-live-updates-education-minister-to-announce-exam-dates-today-lbse-1185101-2020-12-31","type":"rich","providerNameSlug":"twitter","responsive":true,"className":""}
https://twitter.com/DrRPNishank/status/1344621106955620354?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1344621106955620354%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.aajtak.in%2Feducation%2Fnews%2Fstory%2Fcbse-board-exam-2021-dates-live-updates-education-minister-to-announce-exam-dates-today-lbse-1185101-2020-12-31
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.