Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଦିନ ୨ଟାରେ ସିବିଏସଇ ଦ୍ୱାଦଶ ରେଜଲ୍ଟ, ଓ୍ୱେବସାଇଟରେ ଦେଖିହେବ ମାର୍କ

30/07/2021 at 10:58 AM

ନୂଆଦିଲ୍ଲୀ, ୩୦/୦୭ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହେବ । ଦିନ ୨ଟାରେ ରେଜଲ୍ଟ ବାହାରିବ । ଛାତ୍ରାଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳାଫଳ ଦେଖିପାରିବେ ।

ସୂଚନାନୁସାରେ, ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ଜୁଲାଇ ୩୦ ତାରିଖ ଦିନ ୨ଟାରେ ଘୋଷଣା ହେବ । ପ୍ରାୟ ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ତେବେ କରୋନା ଆତଙ୍କ ପାଇଁ ପରୀକ୍ଷାକୁ ରବ୍ଦ କରାଯାଇଥିଲା । ଯାହାର ଫଳାଫଳ ଆଜି ପ୍ରକାଶ ପାଇବାକୁ ଯାଉଛି । ପୂର୍ବ ମାର୍କକୁ ଆଧାର କରି ରେଜଲ୍ଟ ପ୍ରକାଶ ପାଇବ ।

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ଜାରି କରିବା ପୂର୍ବରୁ ଉଭୟ ଶ୍ରେଣୀର ଛାତ୍ରଙ୍କ ରେଲ ନମ୍ବର ଜାରି କରିଦେଇଛି । ଛାତ୍ରଛାତ୍ରୀ ନିଜର ରୋଲ ନମ୍ବର ଡାଉନଲୋଡ୍ କରିପାରିବେ ।  

   Related Posts