Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ବନ୍ଧୁକ ଓ ଛୁରି ଦେଖାଇ ପେଟ୍ରୋଲ୍‌ ପମ୍ପ୍‌ରୁ ଡକାୟତି, CCTVରେ କଏଦ ହେଲା ଲାଇଭ୍ ଦୃଶ୍ଯ

11/11/2021 at 12:28 PM

ବେତନଟୀ ୧୧।୧୧: ବନ୍ଧୁକ ଓ ଛୁରୀ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ । ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାଣତ୍ରୀ ପୋଲିସ ବିଟ୍ ହାଉସଠାରୁ ମାତ୍ର ଏକ କିଲୋମିଟର ଦୂରରେ ଘଟିଛି ଏଭଳି ଘଟଣା । ମାଣତ୍ରୀ ବଡସାହି ମୁଖ୍ୟ ରାସ୍ତାର ମାଳିହାତୀଠାରେ ଥିବା ଇଣ୍ଡିଆନ ପେଟ୍ରୋଲ ପମ୍ପକୁ ବୁଧବାର ରାତିରେ ଦୁଇ ଜଣ ଯୁବକ ଯାଇ ଛୁରି ଓ ବନ୍ଧୁକ ଦେଖାଇ ପମ୍ପ୍ କର୍ମଚାରୀଙ୍କ ପାଖରୁ ଡକାୟତି କରି ଫେରାର ହୋଇଯାଇଛନ୍ତି ।

ଘଟଣା ସମ୍ପର୍କରେ ବୈଶିଙ୍ଗାରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଲୁଟ୍ ଟଙ୍କାର ପରିମାଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ ।

   Related Posts