Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କାର୍‌କୁ ପିଟିଲା ସିଡିଏମଓଙ୍କ ଗାଡି, ୨ ଗୁରୁତର

25/06/2021 at 9:07 AM

ନୟାଗଡ, ୨୫/୦୬: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥରେ ଦୁର୍ଘଟଣା । ଦଶପଲ୍ଲା ରାଜପୁତ୍ ଢାବା ନିକଟରେ ଏହି ଦୁର୍ଘଟଣା ଘଟିଛି । ଢ଼ାବାରୁ ଖାଇ ଫେରୁଥିବା ବେଳେ ଅନ୍ୟ ଏକ କାରକୁ ନୟାଗଡ ସିଡିଏମ୍ଓଙ୍କ ଗାଡି ଧକ୍କା ଦେଇଛି ।

ଗୁରୁବାର ଗବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଏଥିରେ ସିଡିଏମ୍ଓଙ୍କ ଡ୍ରାଇଭର୍ ସମେତ କନ୍ଧମାଳ ଅଞ୍ଚଳର ବିଦ୍ୟାଧର ଗୋଛି ଗୁରୁତର ହୋଇଛନ୍ତି।

ବିଦ୍ୟାଧରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ତେବେ ଦଶପଲ୍ଲା ପୋଲିସ ଦୁଇଟି ଗାଡିକୁ ଜବତ କରିଛି । ରାତିରେ କାହା ଅନୁମତିରେ ସିଡିଏମ୍ଓଙ୍କ ଗାଡି ଢାବାକୁ ଯାଇଥିଲା ତାକୁ ନେଇ ପ୍ରଶ୍ନ ଉଠିଛି ।

   Related Posts