Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଆର ପାରିରେ ସିଡିଏସ ବିପିନ ରାଓ୍ଵତ, ହେଲିକପ୍ଟର ଦୁର୍ଘଟଣାରେ ହୋଇଥିଲେ ଶିକାର

8/12/2021 at 6:11 PM

ନୂଆଦିଲ୍ଲୀ ୦୮/୧୨ : ସିଡିଏସ ବିପିନ ରାଓ୍ଵତଙ୍କ ହେଲିକପ୍ଟର କ୍ରାସ ଘଟଣାରେ ୧୪ ଜଣଙ୍କ ମଧ୍ୟରୁ ୧୩ ଜଣକ ମୃତ୍ୟୁ ହୋଇଥିବା ଖବର ମିଳିଛି। ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାମିଲନାଡୁରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ସିଡିଏସ ଜେନେରାଲ ବିପିନ ରାବତଙ୍କ ମଧ୍ୟ ଦେହାନ୍ତ ହୋଇଛି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆସନ୍ତାକାଲି ସଂସଦରେ ଘଟଣା ଉପରେ ବିବୃତି ରଖିବେ। ୱିଙ୍ଗ କମାଣ୍ଡର ପୃଥ୍ବୀ ସିଂହ ଚୌହାନ Mi-17V5 ର ପାଇଲଟ ଥିଲେ ଯିଏ ସିଡିଏସ ବିପିନ ରାୱତଙ୍କ ସହ ୧୪ ଜଣଙ୍କ ସହ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ସେ ୧୦୯ ହେଲିକପ୍ଟର ୟୁନିଟର କାମାଣ୍ଡିଙ୍ଗ ଅଫିସର ଥିଲେ।

   Related Posts