Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଇଭିଏମ୍ ସୁରକ୍ଷିତ ରଖାଯିବା ନେଇ ସଜାଗ ଥିବା କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

1/05/2019 at 6:39 PM

ଭୁବନେଶ୍ବର ୧|୫: ଯେହେତୁ ଏବେ ଏବେ ନିର୍ବାଚନ ସରିଛି, ତେଣୁ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିରେ ବିଭିନ୍ନ ଜିଲ୍ଲା ହେଡ୍‌କ୍ବାର୍ଟରରେ କରାଯାଇଥିବା ଷ୍ଟ୍ରଙ୍ଗରୁମ୍‌ରେ ଇଭିଏମ୍‌ଗୁଡ଼ିକର ସୁରକ୍ଷା ମଧ୍ୟ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ବାତ୍ୟା ପ୍ରଭାବିତ ଥିବା ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଇଭିଏମକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତାବ ଆସିଛି । ଏନେଇ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି । କମିଶନଙ୍କ ନିର୍ଦେଶ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର । ଏଥିସହ ଇଭିଏମ ଗୁଡ଼ିକୁ ଷ୍ଟ୍ରଙ୍ଗରୁମ୍ ରେ କିଭଳି ସୁରକ୍ଷିତ ରଖାଯିବ ସେନେଇ ଆମେ ସଜାଗ ରହିଛୁ ବୋଲି କହିଛନ୍ତି ସିଇଓ ।

   Related Posts