Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ଲୁହାପଥର ବୋଝେଇ ଟ୍ରକ୍ , ଜଣେ ଆହତ

22/10/2021 at 8:45 AM

ଦେବଗଡ ୨୨/୧୦: ଦେବଗଡ ସହର ଉପକଣ୍ଠ ୪୯ ନମ୍ବର ଜାତୀୟ ରାଜପଥ ବାଇପାସ ଛକରେ ଟ୍ରକ ଦୁର୍ଘଟଣା । ଫଳରେ ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ଟ୍ରକ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଦେବଗଡ ଆର୍ଦଶ ଥାନା ପୋଲିସ ପହଞ୍ଚି ଟ୍ରକ୍ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଶୁକ୍ରବାର ଭୋର ସମୟରେ ରାଉରକେଲାରୁ ସିମେଣ୍ଟ ବୋଝେଇ ରେଙ୍ଗାଳି ଅଭିମୁଖେ ଯାଉଥିବା ଏକ ଟ୍ରକକୁ କେନ୍ଦୁଝର ଜିଲ୍ଲା ଶୁଆକାଠି ରୁ ଲୁହାପଥର ବୋଝେଇ ଛତିଶଗଡର ରାୟଗଡ ଅଭିମୁଖେ ଯାଉଥିବା ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା । ଫଳରେ ଲୁହାପଥର ବୋଝେଇ ଟ୍ରକ୍ ର ସମ୍ମୁଖ ଭାଗ ଚୁରମାର ହୋଇଯାଇଥିବା ବେଳେ ଡ୍ରାଇଭର ଚାପି ହୋଇଯାଇଥିଲେ । ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣାର ପ୍ରାଥମିକ ତଦନ୍ତ କରୁଛନ୍ତି ।

   Related Posts