Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ସିମେଣ୍ଟ ବୋଝେଇ ଟ୍ରକ ସହ ବାଇକ ଧକ୍କା ; ବାଇକ ଆରୋହୀ ମୃତ

23/04/2018 at 7:49 AM

କଟକ ଚାନ୍ଦବାଲି ରାସ୍ତା ସାଲେପୁର ମୁଖ୍ୟ ବଜାରରେ ଦୁର୍ଘଟଣା
ବାଇକକୁ ଧକ୍କା ଦେଇଛି ସିମେଣ୍ଟ ବୋଝେଇ ଟ୍ରକ
ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି
ମୃତକ ସାଲେପୁର ବିଶ୍ୱନାଥପୁର ଗାଁର ଅଲିମା ବେଗ
ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖା ଦେଇଛି
ଉତ୍ତ୍ୟକ୍ତ ଲୋକେ ଟ୍ରକକୁ ଭଙ୍ଗାରୁଜା କରିବା ସହ ରାସ୍ତା ଅବରୋଧ କରିଛନ୍ତି
ପୋଲିସ ଘଟଣାସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା କରୁଛି

Leave a Reply

   Related Posts