Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||

ନବୀନଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

22/10/2019 at 11:20 PM

ଭୁବନେଶ୍ୱର ୨୨।୧୧- ନବୀନଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା । ଓଡ଼ିଶା ମୁଖ୍ୟମନ୍ତ୍ରୀ ଭଲ କାମ କରୁଛନ୍ତି ବୋଲି କହିଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ରାମଦାସ ଅଠଓ୍ବାଲେ । ଓଡ଼ିଶାରେ ତାଙ୍କର ମନ୍ତ୍ରାଳୟର କାର୍ଯ୍ୟକ୍ରମ ସବୁ କେମିତି କାର୍ଯ୍ୟାକାରୀ ହୋଇଛି ତା’ର ସମୀକ୍ଷା କରିବାକୁ ଆସିଥିଲେ କେନ୍ଦ୍ରମନ୍ତ୍ରୀ । ଏହି ଅବସରରେ ମୋଦି ସରକାର ଗରିବ ସବର୍ଣ୍ଣଙ୍କ ଲାଗି ଆଣିଥିବା ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥାକୁ ଖୁବ୍ ଶୀଘ୍ର ଓଡ଼ିଶାରେ ଲାଗୁ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ତେବେ ପଛୁଆ ବର୍ଗଙ୍କ ବିକାଶ ଦିଗରେ ଓଇଡ଼ିଶା ସରକାର ଭଲ କାମରୁଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଜଣେ ଭଲ ମଣିଷ କହି ପ୍ରଶଂସା କରିଥିବା ବେଳେ ତାଙ୍କ କାମକୁ ମଧ୍ୟ ବେଶ୍ ପସନ୍ଦ କରିଛନ୍ତି । ଅନ୍ୟପକ୍ଷରେ ଯାଜପୁରର ହୋମଗାର୍ଡ଼ ରଞ୍ଜନ ମଲ୍ଲିକଙ୍କୁ ବରୀ ବିଧାୟିକାଙ୍କ ସ୍ବାମୀ ଜାତିଗତ ଆକ୍ଷେପ କରିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ରାମଦାସ ଅଠଓ୍ବାଲେ । ..

   Related Posts