Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଘରେ ପହଞ୍ଚିଲା ମୃତ ଦେହ, ଆନ୍ଧ୍ରରେ ହୋଇଥିଲା ଦୁର୍ଘଟଣା

21/05/2021 at 11:05 PM

ନୀଳଗିରି, ୨୧/୫: ମୟୁରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକର ନାଗାର୍ଜୁନ ସେଠିଙ୍କ ଧର୍ମପତ୍ନୀ ଜେମାମଣି ସେଠି ଆନ୍ଧ୍ରପ୍ରଦେଶ ବିଜୟୱାଡା ଠାରେ ଦିନ ମଜୁରିଆ ଭାବେ କାମ କରନ୍ତି। ତାଙ୍କର ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।

ମୃତ ଶରୀର ଘରକୁ ଆଣିବାକୁ ସେ ଅକ୍ଷମ ଥିଲେ। ତାଙ୍କ ଘର ଲୋକ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସଙ୍କୁ ମର ଶରୀର ଆଣିବାକୁ ଅନୁରୋଧ କରିଥିଲେ। ସେ କେନ୍ଦ୍ରମନ୍ତ୍ରୀ ଓ ମୟୁରଭଞ୍ଜ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜ୍ୟ ପାସ ଜିଲ୍ଲାପାଳଙ୍କୁ କହି କରାଇଥିଲେ।

ପରେ ବିଜୟୱାଡା ଯୋଗଯୋଗ କରିବା ସହ ଆଜି ମର ଶରୀର ଗାଁକୁ ଆସି ପାରିଛି।ଏନେଇ ପରିବାର ସଦସ୍ୟ ଓ ଅଞ୍ଚଳବାସୀ କେନ୍ଦ୍ରମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

   Related Posts