Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ସ୍ୱାସ୍ଥ୍ୟ କେୟାର ସେଣ୍ଟରର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ, ଉପକୃତ ହେବେ ରାଇରଙ୍ଗପୁର ବାସିନ୍ଦା

3/11/2021 at 10:06 PM

ରାଇରଙ୍ଗପୁର, ୦୩/୧୧: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରର ମୁଖ୍ୟ ଗୋଲେଇ ଛକ ନିକଟରେ ନୂତନ ହେଲଥ କେୟାର ସେଣ୍ଟରକୁ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଛି। ଉପଖଣ୍ଡର ଲୋକେ ବିଭିନ୍ନ ରୋଗରେ ପଡିଲେ ଜିଲ୍ଲା ମୁଖ୍ୟାଳୟ ବାରିପଦା, କଟକ ତଥା ଝାଡ଼ଖଣ୍ଡକୁ ଯାଇ ଅନେକ ଅସୁବିଧାର ସମ୍ମୁଖୀନ ହୋଉଥିବା ବେଳେ ଏହି ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତମ ସେବା ପାଇ ପାରିବେ ବୋଲି ସଂସ୍ଥାର ମୁଖ୍ୟ ପ୍ରକାଶ କରିଛନ୍ତି।

ଉନ୍ନତ ମାନର ଲାବୋରେଟୋରି, ରୋଗୀଙ୍କ ରହିବା ପାଇଁ ବେଡ଼, ସୁଲଭ ମୂଲ୍ୟରେ ଔଷଧ ସମେତ ଅଭିଜ୍ଞ ଡାକ୍ତରଙ୍କ ପରାମର୍ଶ ଉପଲବ୍ଧ କରାଇବା ଏହି ସ୍ୱାସ୍ଥ୍ୟ କେୟାର ସେଣ୍ଟରର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏହାର ପ୍ରତିଷ୍ଠାତା ହର ପ୍ରସାଦ ସର୍ଦ୍ଦାର ପ୍ରକାଶ କରିଛନ୍ତି ।

   Related Posts