Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର

9/05/2021 at 3:33 PM

ନୀଳଗିରି, ୦୯/୦୫: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ । ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସେ ଏବଂ ତାଙ୍କ ଡ୍ରାଇଭର୍‌ଙ୍କ ସହ ବ୍ୟକ୍ତିଗତ ପିଏ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ସେରଗଡ଼ ଓ ଉଦଳା ରାଜ୍ୟ ରାଜପଥର ପୁଡ଼ାଶୁଳ ଛକ ନିକଟରେ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ମଲିଆଣି ପଟରୁ ଆସୁଥିବା ଏକ ଟ୍ରାକ୍ଟର ସହ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହେବା ଫଳରେ ମନ୍ତ୍ରୀ ସାମାନ୍ୟ ଆହାତ ହୋଇଥିବା ଜଣାପଡ଼ିଛି । ଏଥିରେ ତାଙ୍କ ପିଏ, ପିଏସ୍‌ଓ ଏବଂ ଡ୍ରାଇଭର୍‌ ମଧ୍ୟ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନୀଳଗିରି ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା କରାଯାଇଛି । ପାଇଲଟ ଗାଡି ନଥିବା ବେଳେ କେସିପୁର ପଂଚାୟତ ବଢ଼େଇପଲା ଗାଁକୁ ଜଣେ ପରିବାରକୁ କେନ୍ଦ୍ରମନ୍ତ୍ରୀ ସହାୟତା ପାଇଁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

   Related Posts