Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗାଭତ୍ତା ବଢିଲା ୨ ପ୍ରତିଶତ

29/08/2018 at 3:40 AM

ନୂଆଦିଲ୍ଲୀ୨୯|୮: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସୀ ଖବର । କେନ୍ଦ୍ର କ୍ୟବିନେଟ ଆଜି କର୍ମଚାରୀଙ୍କ ମହଂଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରିଛନ୍ତି । ୭ମ ବେତନ କମିଶନଙ୍କ ସୁପାରିଶ ଆଧାରରେ ଏହି ଭତ୍ତା ବୃଦ୍ଧି ହୋଇଛି । ଏହା ଦ୍ବାରା କେନ୍ଦ୍ର ସରକାରଙ୍କ୪୮ ଲକ୍ଷ ୪୧ ହଜାର କର୍ମଚାରୀ ଓ ୬୨ ଲକ୍ଷ ୩ ହଜାର ପେନସନଭୋଗୀ ଉପକୃତ ହେବେ । ଏଥିପାଇଁ କେନ୍ଦ୍ର ସରକାରଙ୍କ ଉପରେ ଚଳିତ ଆର୍ଥିକ ବର୍ଷର ୮ମସରେ ୧୦୧୮୭ କୋଟି ଟଂକାର ଅତିରିକ୍ତ ବୋଝ ପଡିବ ବୋଲି ଆକଳନ କରାଯାଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ ତାରିଖରୁ ପିଛିଲାଭାବେ ଲାଗୁହେବ ।

   Related Posts