Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||
  • କମିଶନରେଟ ପୋଲିସ ପଞ୍ଝାରେ ୩ ଲୁଟେରା, ବାଇକ୍ ଓ ବନ୍ଧୁକ ଜବତ
  • ||
  • ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ଆକ୍ରମଣ, ୨ ଘଣ୍ଟା ଧରି ଚାଲିଲା ଗୁଳି ବିନିମୟ
  • ||
  • ଗାଁରେ ପଶିଲା ଭାଲୁ, ଆକ୍ରମଣ କରି ଜଣଙ୍କୁ ଘାଇଲା କଲା…
  • ||
  • ଭୋଟ୍‌ର ୨ ଦିନ ପୂର୍ବରୁ ପିପିଲିରେ ହିଂସା, ବିଜେପି ଅଫିସ ଉପରେ ବୋମାମାଡ଼ କଲେ ଦୁର୍ବୃତ୍ତ
  • ||
  • ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ବାତ୍ୟା ସମୟରେ ହେଉଥିଲା ଚାଲାଣ
  • ||
  • ଓଡିଶା ଉପରୁ ଟଳିଲା ବାତ୍ୟା ବିପଦ, ହୋଇନି ବେଶି କ୍ଷୟକ୍ଷତି
  • ||
  • ‘ଗୁଲାବ’ ପଛେ ପଛେ ଆଉ ଏକ ଲଘୁଚାପ, ସେପ୍ଟେମ୍ବର ଶେଷରେ ଭିଜିବ ଓଡିଶା
  • ||

ବିଜୁଳି ଚୋରି ରୋକିବାକୁ ଅଣ୍ଟା ଭିଡିଲା ସେସୁ : ଚୋରି ସଂକ୍ରାନ୍ତରେ ଖବର ଦେଲେ ମିଳିବ ପୁରସ୍କାର

5/09/2019 at 2:01 PM

ଭୁବନେଶ୍ବର ୫।୯: ବିଜୁଳି ଚୋରି ରୋକିବାକୁ ବଡ ପଦକ୍ଷେପ ଗ୍ରହଣ କରିଛି ସେସୁ । ବିଜୁଳି ଚୋରି ସଂକ୍ରାନ୍ତରେ ଖବର ଦେଲେ ମିଳିବ ପୁରସ୍କାର । ନାମ ଗୋପନ ରଖି ପୁରସ୍କାର ଦେବେ ସେସୁ କର୍ତ୍ତୃପକ୍ଷ । ଆଦାୟ ଜରିମାନାର ୧୦ ପ୍ରତିଶତ ଅର୍ଥ ପୁରସ୍କାର ଭାବେ ସୂଚନାଦାତାଙ୍କୁ ପ୍ରଦାନ କରାଯିବ । ସମୀକ୍ଷା ବୈଠକ ପରେ ଏ ସଂକ୍ରାନ୍ତରେ ସେସୁର ସିଇଓ ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି ।

ଆସନ୍ତା ୨ରୁ ୩ମାସ ୩ ମାସ ଭିତରେ ସେସୁ ଅଞ୍ଚଳ ଗୁଡିକରେ ଜୋରଦାର ଚଢାଉ କରାଯିବ । ବିଜୁଳି ବିଲ୍ ଆଦାୟ ଓ ମିଟର ରିଡିଂ କରିବେ ଏସଏଚଜି ମହିଳା । ସେହିଭଳି ଗାଁରେ ସେସୁର ନେଟୱାର୍କ ବଢାଇବାକୁ ଉଦ୍ୟମ ଆରମ୍ଭ ହୋଇଛି ।

   Related Posts