Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

କୋଭିଡ୍ ଆକ୍ରାନ୍ତରେ ଚାଲିଗଲା କରୋନା ଯୋଦ୍ଧାଙ୍କ ଜୀବନ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ

19/11/2020 at 8:35 PM

 ଭଞ୍ଜନଗର୧୯/୧୧: କରୋନାରେ ଚାଲିଗଲେ କରୋନା ଯୋଦ୍ଧା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ବରିଷ୍ଠ ଡାକ୍ତର ଶିଶିର କୁମାର ସାବତଙ୍କ ମର ଶରୀର ଆଜି ସନ୍ଧ୍ୟା ବେଳେ ଭଞ୍ଜନଗର ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ଗତ ଚାରି ଦିନ ହେଲା ସେ କରୋନାରେ ଆକ୍ରାନ୍ତ ହୋଇ ଗୃହ ସଙ୍ଗରୋଧରେ ରହିଥିଲେ। ଗତକାଲି ଅପରାହ୍ନ ୪ଟା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।

ତାଙ୍କର ଏକ ମାତ୍ର ପୁଅ ଆଜି ବେଙ୍ଗଲୋରରୁ ଆସିବା ପରେ ଆଜି ଭଞ୍ଜନଗର ଉପଜିଲ୍ଳାପାଳ ଏବଂ ସମସ୍ତ ପୋଲିସ କର୍ମଚାରୀ ଏବଂ ଗଞ୍ଜାମ ସିଡିଏମ୍‌ଓ ଉପସ୍ଥିତ ରହି ଡାକ୍ତରଙ୍କ ମର ଶରୀରରେ ପୁଷ୍ପ ଗୁଚ୍ଛ ଦେଇ ଗାର୍ଡ ଅଫ ଅନର ଦିଆଗଲା।

   Related Posts