Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

୧୦ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା : ଆଇଏମଡି ଡିଜି

2/07/2021 at 12:10 PM

ନୂଆଦିଲ୍ଲୀ ୨।୭: ଜୁଲାଇରେ ଭାରତରେ ମୌସୁମୀ ସ୍ଵାଭାବିକ ରହିବ। ତେବେ ଓଡ଼ିଶାରେ ମୌସୁମୀ ସ୍ଵାଭାବିକ ରହିବା ସହ ଆସନ୍ତା ସପ୍ତାହରେ ତାତିରୁ ମୁକ୍ତି ମିଳିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାରେ ସ୍ଵାଭାବିକ କିମ୍ବା ଏଥିରୁ କମ୍ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ ବର୍ଷା ସ୍ବାଭାବିକ ରହିବ।  ଓଡ଼ିଶାରେ ‘ୟାସ୍’ ବାତ୍ୟା ପରେ କୌଣସି ଲଘୁଚାପ ସୃଷ୍ଟି ହୋଇନାହିଁ ।

ତେବେ ଆସନ୍ତା ୧୦ରୁ ୧୨ତାରିଖ ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଫଳରେ ଯେଉଁ ୧୪ଟି ଜିଲ୍ଲାରେ କମ୍‌ ବର୍ଷ ହୋଇଛି ହୁଏତ ଏହି ଜିଲ୍ଲା ଗୁଡ଼ିକରେ ତାର ଭରଣା ହୋଇପାରେ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

   Related Posts