Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବେଆଇନ କଇଁଛ କାରବାର ବେଳେ ମାଡି ବସିଲା ପୋଲିସ, ଜଣେ ଗିରଫ

29/11/2021 at 12:51 PM

ଚଣ୍ଡିଖୋଲ, ୨୯/୧୧:  ଦୀର୍ଘଦିନ ଧରି ଚାଲିଥିବା ବେଆଇନ କଇଁଛ କାରବାର ରାକେଟକୁ କାବୁ କରିଛି ପୋଲିସ । ଛତିଆ ଫାଣ୍ଡି ଅଧିକାରୀ ଗୋବର୍ଦ୍ଧନ ନାୟକ ସଦଳବଳେ ଚଢଉ କରି କଇଁଛମାନଙ୍କୁ ଉଦ୍ଧାର କରିଛନ୍ତି।

ସୂଚନା ଅନୁସାରେ  ଯାଜପୁର ଜିଲ୍ଲା ବୈରୀ ଥାନା ଅନ୍ତର୍ଗତ ସୋଲର ପଞ୍ଚାୟତର ମୁଳିଝର ମୁଣ୍ଡା ସାହିରେ କଇଁଛ ଚୋରା କାରବାର ଚାଲିଥିଲା । ସୁକଦେବ ମଣ୍ଡଳ ନାମକ ଜନୈକ ବ୍ୟକ୍ତିଙ୍କ ଘରେ ଡିଲ୍ ବେଳେ ପୋଲିସ ଚଢଉ କରିଥିଲା ।  ସେଠାରୁ ୫୦ କେଜିରୁ ଉର୍ଦ୍ଧ୍ୱ  ମଧୁର ଜଳ କଇଁଛକୁ ଉଦ୍ଧାର କରାଯାଇଥିଲା ।  ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ପୋଲିସ କୋଲକାତାର ଅଜୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ତେବେ ଅନ୍ୟ ଜଣେ ଖସି ଯାଇ ଥିଲା । ଖବର ପାଇ  ଯୋଡ଼ା ବନାଞ୍ଚଳ ଅଧିକାରୀ  ସରୋଜ କୁମାର ମଲ୍ଲିକ ସଦଳବଳେ  ଛତିଆ ଫାଣ୍ଡିରେ ପହଞ୍ଚି କଇଁଛ ଗୁଡିକୁ ଆଣିଛନ୍ତି ।

   Related Posts