Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ମୁମ୍ବାଇ ଘାଟକୋପରରେ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ

28/06/2018 at 10:08 AM

ମୁମ୍ବାଇ ଘାଟକୋପରରେ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି …ଏକ ନିର୍ମାଣଧୀନ ଜାଗୃତି କୋଠା ଉପରେ ଖସିପଡିଲା ବିମାନ…ବିମାନଟି ଉତ୍ତର ପ୍ରଦେଶ ସରକାରଙ୍କ ବୋଲି ଜଣ ପଡିଛି …ଘଟଣାସ୍ଥଳରେ ସମ୍ପୂର୍ଣ ବିମାନଟି ଜାଳି ଯାଇଛି ….ଦୁର୍ଘଟଣାରେ ଜଣଙ୍କର ମୃତ ହୋଇଥିବା ବେଳେ ଏକାଧିକ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି …ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରହିଛି …

   Related Posts