Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଜଣେ ଅଟକ

26/08/2019 at 12:13 PM

ଖୋର୍ଦ୍ଧା ୨୬/୮: ବିଟ କରେଂସି ନାମରେ ବହୁଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ ସ୍ଥାନୀୟ ଲୋକମାନେ ଜଟଣୀ ଥାନା ଅନ୍ତର୍ଗତ ବେଲପଡା ଗ୍ରାମର ମନୋରଞ୍ଜନ ବିଶ୍ୱାଳଙ୍କୁ ଧରି ଜଟଣୀ ପୋଲିସର ଜିମା ଦେଇଛନ୍ତି ।

ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟ ଗାନ୍ଧୀ ନଗର ଠାରେ ଏକ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରରେ ଏହି ସଂସ୍ଥା ଚାଲୁଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ବିଟ କରେଂସିରେ ଟଙ୍କା ଡିପୋଜିଟ  କଲେ ଏକ ବର୍ଷରେ ଜମା ଟଙ୍କା ଡବଲ ହେବ ବୋଲି ମିଛ ପ୍ରତିଶ୍ରୁତି ଦେଇ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି । ପୋଲିସ ମନୋରଂଜନକୁ ଅଟକ ରଖି ପଚରା ଉଚରା କରୁଥିବା ବେଳେ ଏହି ଠକେଇରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହାର ତଦନ୍ତ ଜାରି ରଖିଛି ।

   Related Posts