Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଚଣ୍ଡିଖୋଲରେ ଛଟ୍ ପୂଜା ପାଳିତ, ସଂଧ୍ୟାରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ହେବ ପୂଜାର୍ଚ୍ଚନା

11/11/2021 at 12:33 PM

ଚଣ୍ଡିଖୋଲ ୧୧।୧୧: ଚଣ୍ଡିଖୋଲ ଅଞ୍ଚଳରେ ବସବାସ କରୁଥିବା ବିହାରୀ ସମ୍ପ୍ରଦାୟର ଲୋକମାନେ ପାଳନ କରୁଛନ୍ତି ଛଟ ପର୍ବ। ବିଶେଷ କରି ଏହି ପର୍ବ  ବିହାରୀ ସମ୍ପ୍ରଦାୟର ମହିଳାମାନେ ନିଷ୍ଠା ର ସହିତ ପାଳନ କରୁଛନ୍ତି । ଏହି ଦିନ ଉଭୟ ପୁରୁଷ ଓ ମହିଳାମାନେ ସକାଳ ଉଠି ସୁର୍ଯ୍ୟ ଦେବଙ୍କୁ ପୂଜା ଅର୍ଚ୍ଚନା କରି  ଜଳ ଅର୍ପଣ କରିଥାନ୍ତି । ଦିନ ସାରା ଉପବାସ ରହି ସଂଧ୍ୟାରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରିଥାନ୍ତି । ଏହି ବ୍ରତ କରିବା ଦ୍ୱାରା ପରିବାରରେ ସୁଖ, ସମୃଦ୍ଧି, ଶାନ୍ତିର ଓ କାମନା ପୂର୍ଣ୍ଣ ହୋଇଥାଏ ବୋଲି ସେମାନଙ୍କର ବିଶ୍ୱାସ ରହିଛି।

   Related Posts