Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଆଜି ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରା, ଚଳଚଞ୍ଚଳ ମାଣିକେଶ୍ୱରୀ ପୀଠ ; ସହରରେ ପ୍ରବେଶ ଉପରେ କଟକଣା ସହ ୧୪୪ ଧାରା ଲାଗୁ

13/10/2021 at 7:47 AM

କଳାହାଣ୍ଡି ୧୩।୧୦:  ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। କୋଭିଡ କଟକଣା ପାଇଁ ବିନା ଭକ୍ତ ରେ ଅନୁଷ୍ଠିତ ହେଉଛି ପରମ୍ପରା। ସହରରେ ପ୍ରବେଶ ଉପରେ କଟକଣା ଜାରି କରିଛି ପ୍ରଶାସନ ।

ଭବାନୀପାଟଣା ମାଁ ମାଣିକେଶ୍ବରୀଙ୍କ ମୂଳ ଆସ୍ଥାନ ମନ୍ଦିର ଠାରୁ ମାଁଙ୍କ ପ୍ରତିକ ଛତର ଭୋର ୫ ଟା ରେ ବାହାରୀ ସହର ଉପକଣ୍ଠ ଜେନାଖାଲରେ ଗୁପ୍ତ ପୂଜା ଜାରି ରହିଛି। ଛତର ଯାତ୍ରା ସମୟରେ ଭବାନୀପାଟଣା ସହରରେ ପ୍ରଶାସନ ୧୪୪ ଧାରା ଲାଗୁ କରିଛନ୍ତି। ଆଇନ୍ ଶୃଙ୍ଖଳା ପରିସ୍ଥିତି ପାଇଁ ସହର ରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଛତର ଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଗତ ଦୁଇ ବର୍ଷ ହେବ କରୋନା କଟକଣା ପାଇଁ ବିନା ଭକ୍ତ ରେ ପରମ୍ପରା ପାଳନ କରାଯାଉଛି।

   Related Posts